Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଚାକିରୀ ଦେବା ନାଁରେ ଠକେଇ ଅଭିଯୋଗ, ମାର୍କେଟିଂ ସଂସ୍ଥାର ୬ କର୍ମଚାରୀ ଗିରଫ

24/06/2019 at 1:20 PM

କେନ୍ଦୁଝର ୨୪|୬: କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଠାରେ ଗ୍ଲେଜ୍ ଇଣ୍ଡିଆ ନାମକ ଏକ ମାର୍କେଟିଂ ସଂସ୍ଥା କିଛି ଦିନ ହେଲା କାମ କରି ଆସୁଥିଲା । ଏହି ସଂସ୍ଥା ଚାକିରୀ କରାଇ ଦେବା ନାମରେ ବେକାରି ଯୁବକ ଯୁବତୀଙ୍କଠାରୁ ମୋଟା ଅଙ୍କର ଟଙ୍କା ହଡପ କରୁଥିବା ଜଣେ ଯୁବତୀ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି ।

ଏହି ଅଭିଯୋଗ ଆଧାରରେ ଟାଉନ୍ ଥାନା ପୋଲିସ ଗତକାଲି ରାତିରେ ଏହି ଗ୍ଲେଜ୍ ଇଣ୍ଡିଆ ସଂସ୍ଥାର ଅଫିସ ଉପରେ ଚଢାଉ କରିଥିଲା । ଚଢାଉ କରି ସଂସ୍ଥାର ଦୁଇଟି ଲାପଟପ , ରସିଦ ବହି ସହ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଛି ପୋଲିସ । ଏହାସହ ସଂସ୍ଥାର ଦୁଇ ଜଣ ପୁରୁଷ ଅଧିକାରୀଙ୍କ ସହ ଚାରି ଜଣ ମହିଳା କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଠକେଇ ମାମଲାରେ ଅନ୍ୟ କେଉଁମାନେ ସଂପୃକ୍ତ ରହିଛନ୍ତି ସେନେଇ ପୋଲିସ ତଦନ୍ତ ଜାରି ରଖିଛି । 

   Related Posts