Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ରାସ୍ତା କଡରୁ ଏକ ବ୍ୟାଗ୍‌ରୁ ନର କଙ୍କାଳ ଉଦ୍ଧାର

19/07/2019 at 11:04 AM

ସୋର ୧୯|୭: ରାସ୍ତା କଡରୁ ମୃତ ମଣିଷର ହାଡ, ମୁଣ୍ଡ ଉଦ୍ଧାର ହୋଇଛି । ବାଲେଶ୍ବର ଜିଲ୍ଲା କୁଲିଙ୍ଗା ପଞ୍ଚାୟତ ଗାଁଜିଆ ଗାଁ ନିକଟରେ ଥିବା ରାସ୍ତା କଡରୁ ଉଦ୍ଧାର କରାଯାଇଛି । ଏକ ବ୍ୟାଗରେ ମୃତ ମଣିଷର ହାତ, ଗୋଡ ଏବଂ ମୁଣ୍ଡ ଥିବା ଦେଖିବାକୁ ମିଳିଥିଲା । ଏହି ମୃତ ଶରୀରର କଙ୍କାଳ ଜଣେ ବୟସ୍କ ଲୋକଙ୍କର ବୋଲି ଜଣାପଡିଛି । ତେବେ ବସ୍ତାରେ ଏହି ସ୍ଥାନକୁ କିପରି ଆସିଲା ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଘଟଣାସ୍ଥଳରେ ଖନ୍ତାପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କାହାକୁ ମାରି ଏଠାରେ ଫିଙ୍ଗିଦିଆଯାଇଥିବା ସନ୍ଦେହ କରାଯାଉଛି ।

   Related Posts