Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମୃତ ମହିଳାଙ୍କ କଙ୍କାଳ ଜବତ, ଜଣାପଡି ନାହିଁ ମୃତକଙ୍କ ପରିଚୟ

23/02/2021 at 4:07 PM

ବଲାଙ୍ଗୀର୨୩/୨: ବଲାଙ୍ଗୀରରେ ମୃତ ମହିଳାଙ୍କ କଙ୍କାଳ ଜବତ। ବଲାଙ୍ଗୀର ଜିଲ୍ଲା ସଇଁତଳା ବିବିନା ଛକ ମୁଗ ଚାଷ କ୍ଷେତରେ ଅର୍ଦ୍ଧ ଦଗ୍ଧ ମୃତ ଦେହ ଠାବ। ମହିଳାଙ୍କୁ ହତ୍ୟା କରି ଦୁର୍ବୃତ୍ତ ପାଳ ଗଦା ଭିତରେ ରଖି ନିଆଁ ଲଗାଇଥିବା ଅନୁମାନ କରାଯାଉଛି। ମୃତକ ଜଣେ ମହିଳା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ମିଳି ପାରି ନାହିଁ। କିଏ ଏବଂ କାହିଁକି ମହିଳାଙ୍କୁ ହତ୍ୟା କଲା, ତାହା ମଧ୍ୟ ଜଣାପଡି ନାହିଁ। ଘଟଣାସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି  ତଦନ୍ତ ଆରମ୍ଭ କରିଛି।

   Related Posts