Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

୧୪ ତାରିଖରେ ଉତ୍ତର ଓଡିଶାରେ ଅଳ୍ପ ବର୍ଷା ସମ୍ଭାବନା ବିଭିନ୍ନ ସ୍ଥାନରେ କୋହଲା ପାଗ ସହ କୁହୁଡି

13/12/2019 at 3:12 PM

ଭୁବନେଶ୍ୱର ୧୩।୧୨- ଏବେ ରାଜ୍ୟରେ କୋହଲା ପାଗ ଦେଖା ଦେଇଛି । ଆସନ୍ତା ୧୪ ତାରିଖରେ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଏହା ସହ ରାଜ୍ୟରେ କୋହଲା ପାଗ ସହ କୁହୁଡି ଦେଖା ଦେବ ।

ଶୁକ୍ରବାରରେ ପାଗ ଶୁଖିଲା ରହିଥିବା ବେଳେ ଓଡିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ୍‌ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି । ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟରେ ଅଞ୍ଚଳ କୁହୁଡି ଦେଖାଦେବ ।

ଶନିବାର ଓ ରବିବାରରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ରର ନିର୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।

   Related Posts