Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଆସନ୍ତାକାଲିଠୁ DL ଟେଷ୍ଟ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ…

10/06/2020 at 9:29 PM

ଭୁବନେଶ୍ବର୧୦/୬: ରାଜ୍ୟରେ ପୁଣି ଆରମ୍ଭ ହେବ ଏଲ୍‌ଏଲ୍‌ (LL, DL) ଟେଷ୍ଟ। ଏ ନେଇ ଆସନ୍ତାକାଲିଠୁ ଡିଏଲ୍‌ ଟେଷ୍ଟ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ ହେବ। ଏହାସହ ୨୨ ତାରିଖରୁ ଏଲ୍‌ଏଲ୍‌ ଟେଷ୍ଟ ପାଇଁ ସ୍ଲଟ୍‌ ବୁକିଂ ଆରମ୍ଭ ହେବ। ତେବେ ୧୮ରୁ DL ଟେଷ୍ଟ ପାଇଁ ଆରମ୍ଭ ହେବ।

ସେହିପରି ୨୯ରୁ ଆରମ୍ଭ ହେବ LL ଟେଷ୍ଟ।ସାମାଜିକ ଦୂରତ୍ବ ରକ୍ଷାକରି ଟେଷ୍ଟ ନିଆଯିବ। ଟେଷ୍ଟ ବେଳେ ଆବେଦନକାରୀ, RTO କର୍ମଚାରୀ ପିନ୍ଧିବେ ମାସ୍କ ବ୍ୟବହାର କରିବେ। କରୋନା ଯୋଗୁଁ ଏଲ୍‌ଏଲ୍‌, ଡିଏଲ୍‌ ବନ୍ଦ ଥିଲା। ତେଣୁ ଆସନ୍ତାକାଲିଠୁ ଏ ସବୁ ଆରମ୍ଭ ହେବ ବୋଲି ରାଜ୍ୟ ପରିବହନ କମିଶନର ସୂଚନା ଦେଇଛନ୍ତି।

   Related Posts