Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନକଲେ ବିଧାୟକ

28/11/2021 at 5:23 PM

ଭଦ୍ରକ ୨୮/୧୧ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ ବର୍ତ୍ତମାନ ଭଦ୍ରକରେ ଚାଲୁ ରହିଛି । ଆଜି ଭଦ୍ରକ ବ୍ଲକ ଅନ୍ତର୍ଗତ ଚରମ୍ପା ପଞ୍ଚାୟତରେ ଏହି କାର୍ଯ୍ୟକ୍ରମରେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ଉପସ୍ଥିତ ରହି ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ଉକ୍ତ ପଞ୍ଚାୟତର ୯୨୭ ପରିବାରକୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି । ଏହା ଦ୍ୱାରା ପ୍ରାୟ ୩୭୦୦ରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହୋଇପାରିବେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଦ୍ୱାରା ଗାଁ ଠୁ ସହର ସମସ୍ତେ ଉପକୃତ ହୋଇପାରୁଛନ୍ତି । ଆଜି ସାଧାରଣ ଲୋକଟିଏ କିପରି ଭଲ ଭାବେ ବଞ୍ଚିପାରିବ ସେନେଇ ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯାଉଛି । ବହୁ ହିତାଧିକାରୀ ଏହି ଜନକଲ୍ୟାଣକାରୀ ଯୋଜନାରେ ସାମିଲ ହେବେ ଓ ଏହାର ଫାଇଦା ପାଇପାରିବେ ବୋଲି ଭଦ୍ରକ ବିଧାୟକ କହିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ଚରମ୍ପା ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଯୋଗଦେଇ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ ।

   Related Posts