Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ଭୁବନେଶ୍ୱରରେ ପହଁଚିଲେ କେନ୍ଦ୍ର ବୟନ ଶିଳ୍ପମନ୍ତ୍ରୀ ସ୍ମୃତି ଇରାନୀ

26/06/2018 at 6:44 AM

ଭୁବନେଶ୍ୱରରେ ପହଁଚିଲେ କେନ୍ଦ୍ର ବୟନ ଶିଳ୍ପମନ୍ତ୍ରୀ ସ୍ମୃତି ଇରାନୀ | ଭୁବନେଶ୍ୱର ବିମାନ ବନ୍ଦରରୁ ସହିଦ ନଗରରେ ଥିବା ବୁଣାକାର ସେବା କେନ୍ଦ୍ର ପରିଦର୍ଶନ କରିଛନ୍ତି | ପରେ ହୋଟେଲ ନିଉ ମାରିଆନରେ ଆୟୋଜିତ ଜରୁରୀ କାଳୀନ ପରିସ୍ଥିତି, କଳା ଦିବସ ଓ ଜଣ ଜାଗରଣ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେଇଛନ୍ତି | ଅପରାହ୍ନରେ ଦଳୀୟ କାର୍ଯ୍ୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବର୍ଦ୍ଧିତ କରିବେ | ସମସ୍ତ କାର୍ଯ୍ୟକ୍ରମ ପରେ ଦିଲ୍ଲୀ ଫେରିଯିବାର ଯୋଜନା ରହିଛି |

   Related Posts