ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ରେଢାଖୋଲରେ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ

22/08/2018 at 10:44 PM

ସମ୍ବଲପୁର ୨୩/୮ : ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ । ପାଟ୍ରୋଲିଂ ବେଳେ ରେଢାଖୋଲ ଓ କଦଳୀଗଡ ରାସ୍ତା ମଝିରୁ ଜବତ କଲା ପୋଲିସ । କେନ୍ଦୁପତ୍ର ଜବତ ସହ ଗୋଟିଏ କାର, ଗୋଟିଏ ମାର୍ଶଲ, ଗୋଟିଏ ୧୦ ଚକିଆ ଟ୍ରକ୍ ମଧ୍ୟ ଜବତ କରିଛି ପୋଲିସ । ଘଟଣାରେ ସଂପୃକ୍ତ ଥିବା ୮ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

   Related Posts