Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଜେଜେ ମା’ ସହ ଏକାଠି ଶୋଇଥିଲା ନାତୁଣୀ, ସାପ କାମୁଡାରେ ହାରିଲା ଜୀବନ

16/07/2021 at 11:04 AM

ପାଟଣା,୧୬/୦୭:  କେନ୍ଦୁଝର ଜିଲ୍ଲା ପାଟଣା ଥାନା ଖମୁଆଁ ଗ୍ରାମର କୁସୁମସାହିରେ ଅଘଟଣ । ସାପକାମୁଡାରେ ଜୀବନ ହାରିଲା ଶିଶୁ କନ୍ୟା ।  ମୃତ ଶିଶୁକନ୍ୟା ହେଲେ ପାର୍ବତୀ ମୁଣ୍ଡା ।

ସୂଚନା ଅନୁସାରେ, ଗୁରୁବାର ରାତିରେ ପାର୍ବତୀ ନିଜ ଜେଜେମାଙ୍କ ସହ ଶୋଇଥିଲେ । ଏହି ସମୟରେ କୌଣସି ଏକ ବିଷଧର ସାପ ତାଙ୍କୁ କାମୁଡ଼ିଦେଇଥିଲା। ପରିବାର ଲୋକେ ତାଙ୍କୁ ପାଟଣା ହସ୍ପିଟାଲକୁ ଆଣିଥିଲେ । କିନ୍ତୁ ହସ୍ପିଟାଲରେ ଡାକ୍ତର ଶିଶୁକନ୍ୟାକୁ ମୃତ ଘୋଷଣା କରିଥିଲେ । ଶିଶୁକନ୍ୟାର ମୃତ୍ୟୁକୁ ନେଇ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି  ।

   Related Posts