Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

କାଲି ଶ୍ରୀଜିଉଙ୍କ ଦେବସ୍ନାନ ପୂର୍ଣ୍ଣିମା

27/06/2018 at 5:26 AM

କାଲି ଶ୍ରୀଜିଉଙ୍କ ଦେବସ୍ନାନ ପୂର୍ଣ୍ଣିମା । ଆଜି ମହାପ୍ରଭୁଙ୍କ ଚାରବନ୍ଧା ଓ ସେନାପଟାଲାଗି କରାଯିବ । ଏଥିପାଇଁ ଦିନ ୧୨ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବେ।ଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଶ୍ରୀଜିଉଙ୍କ ସ୍ନାନଯାତ୍ରା ନୀତି ଶୃଙ୍ଖଳିତ ଓ ସମୟାନୁବର୍ତ୍ତୀ କରିବା ପାଇଁ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ସ୍ନାନମଣ୍ଡପରେ ପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ ।ସେବକଙ୍କ ବ୍ୟତୀତ ଅନ୍ୟକୌଣସି ବ୍ୟକ୍ତି ସ୍ନାନ ମଣ୍ଡପରେ ପ୍ରଭୁଙ୍କୁ ସ୍ପର୍ଶ କରିପାରିବେ ନାହିଁ । ଗହଳି ନିୟନ୍ତ୍ରଳ ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୪୫ ପ୍ଲାଟୁନ ପେ।ଲିସ ଫେ।ର୍ସ ନିୟେ।ଜିତ ହେବେ ।

   Related Posts