ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ଗୁରୁ ଗୌରବ ସମ୍ମାନ’ରେ ସମ୍ମାନିତ ହେଲେ ସୋଆ ଡାକ୍ତର

Published By : Prameya-News7 Bureau | October 05, 2021 IST

ଭୁବନେଶ୍ୱର, : ୨୧ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ‘ଗୁରୁ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି ।


ଦୈନିକ ଓଡ଼ିଆ ସମ୍ବାଦପତ୍ର ‘ସମାଜ’ର ୧୦୨ତମ ସ୍ୱନକ୍ଷତ୍ର ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସମ୍‌ର ମେଡିସିନ୍‌ ବିଭାଗର ଡାକ୍ତର ଶିବ ପ୍ରସାଦ ଦଳାଇଙ୍କୁ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.