Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ପୂର୍ବ ଭାରତ ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ଆଗରେ ସୋଆ, ମିଳିଲା ଏପିଏସି ଏଜୁକେସନ୍‌ ଲିଡରସିପ୍‌ ଆୱାର୍ଡ

6/12/2021 at 6:30 PM

ଭୁବନେଶ୍ୱର ୬/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଏପିଏସି ଏଜୁକେସନ୍‌ ଲିଡରସିପ୍‌ ଆୱାର୍ଡରେ ସମ୍ମାନିତ କରାଯାଇଛି । ୨୦୨୧ ନିମନ୍ତେ ପୂର୍ବ ଭାରତରେ ଉତ୍କର୍ଷ ଲାଭ କରିଥିବା ଘରୋଇ ବିଶ୍ୱବିଦ୍ୟାଳୟ ତାଲିକାରେ ସୋଆକୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ନୂଆଦିଲ୍ଲୀ ସ୍ଥିତ ନରୱେ ଦୂତାବାସର ବିଜ୍ଞାନ ଓ ପ୍ରଯୁକ୍ତି କାଉନ୍‌ସେଲର ଶ୍ରୀ ମାନ ସିଂ ସିଦ୍ଧୁ, ଏପିଏସି ନ୍ୟୁଜ ନେଟୱର୍କର ଗ୍ରୁପ୍‌ ଏଡିଟର୍‌ ଓ କୋ-ଫାଉଣ୍ଡର ଶ୍ରୀ ସୌଭିକ୍‌ ଗୋସ୍ୱାମୀ ଏବଂ କୋ-ଫାଉଣ୍ଡର ତଥା ନିର୍ଦ୍ଦେଶକ ଶ୍ରୀମତି ସଂଘମିତ୍ରା ମହାନ୍ତି ଶୁକ୍ରବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ଦିଲ୍ଲୀରେ ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଅଫିସର ଅନ୍‌ ସ୍ପେଶାଲ୍‌ ଡ୍ୟୁଟି ଶ୍ରୀ ପ୍ରୀତମ୍‌ ନାୟକ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ସମ୍ମାନ ଗ୍ରହଣ କରିଥିଲେ ।

   Related Posts