Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସୋସିଆଲ୍‌ ମିଡିଆ ସେନ୍ସେସନ୍‌- କାଟ୍ରିନାଙ୍କ ପରି ଦେଖାଯାଉଥିବା ଟିକ୍‌ଟକ ଷ୍ଟାର

18/09/2019 at 5:22 PM

କିଛି ଦିନ ତଳେ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କାଙ୍କ ପରି ଦେଖାଯାଉଥିବା ଟିକଟକ ଷ୍ଟାରଙ୍କ ପରେ ଏବେ କାଟ୍ରିନାଙ୍କ ପରି ଦେଖାଯାଉଥିବା ଆଲିନା ସୋସିଆଲ୍‌ ମିଡିଆରେ ବେଶ୍‌ ଲୋକପ୍ରିୟ ହୋଇଛନ୍ତି ।

ସୋସିଆଲ୍ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ଏବେ ତାଙ୍କର ଲୋକପ୍ରିୟତା ବୃଦ୍ଧି ପାଇବାରେ ଲାଗିଛି ।

ଆଲିନା ଦେଖିବା ପରି ବଲିଉଡ୍‌ ଅଭିନେତ୍ରୀ କାଟ୍ରିନାଙ୍କ ପରି । ସେ କାଟ୍ରିନାଙ୍କ ପରି ସୁନ୍ଦରୀ ।ଏଥିପାଇଁ ସାମାଜିକ ଗଣମାଧ୍ୟମରେ ତାଙ୍କୁ ବିଭିନ୍ନ ପ୍ରକାରର ମନ୍ତବ୍ୟ ବା କମେଣ୍ଟ ମିଳିଛି ।

ଆଲିନା ରାଏ ଟିକ୍‌ଟକ୍‌ ଷ୍ଟାର ଓ ଫେଶନ ବ୍ଲଗର । ତାଙ୍କୁ ଟିକ୍‌ଟକ୍‌ ରେ ଏକ ଲକ୍ଷ ୬୦ ହଜାର ଓ ଇନଷ୍ଟାଗ୍ରାମରେ ୩୦ ହଜାର ଫଲୋରସ୍ ଅଛନ୍ତି ।

   Related Posts