Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ଭୁବନେଶ୍ୱରରେ ସଫ୍ଟଓୟାର କନକ୍ଳେଭ ଉଦଘାଟିତ

4/08/2018 at 12:08 PM

ରାଜଧାନୀ ଭୁବନେଶ୍ୱରରେ ସଫ୍ଟଓୟାର୍ ଏଣ୍ଡ୍ ଟେକ୍ନୋଲୋଜି ଅଫ୍ ଇଣ୍ଡିଆର ଇଲୋକ୍ଟ୍ରୋନିକ୍ସ୍ ଏଣ୍ଡ୍ ଆଇ.ପି କନକ୍ଳେଭ ଉଦଘାଟିତ ହୋଇଯାଇଛି। କେନ୍ଦ୍ର ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏବଂ କେନ୍ଦ୍ରପେଟ୍ରୋଲିୟମ୍ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଏହାକୁ ଉଦଘାଟନ କରିଛନ୍ତି। ଏହି କାଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ମଧ୍ୟ ଉପସ୍ଥିତ ଥିଲେ । ଏଠାରେ ଭୂତଳ ଗ୍ୟାସ୍ ଏବଂ ପେଟ୍ରୋଲିୟମ ସାମଗ୍ରୀ ସମ୍ପର୍କରେ ଆଦାନ ପ୍ରଦାନ ହେବ ।

   Related Posts