Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଖୋର୍ଦ୍ଧାରୋଡ଼ ଶ୍ରମିକ କଂଗ୍ରେସର ମିଶ୍ରଣ ପର୍ବ, ସାମିଲ ହେଲେ ୟୁନିଅନର ବହୁ ନେତା

21/10/2021 at 10:34 PM

ଜଟଣୀ, ୨୧/୧୦: ପୂର୍ବତଟ ରେଳପଥ ଅଧୀନ ଖୋର୍ଦ୍ଧାରୋଡ଼ ମଣ୍ଡଳ ଶ୍ରମିକ କଂଗ୍ରେସ ମୁଖ୍ୟାଳୟ ଶାଖା ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଯାଇଛି। ଶ୍ରୀ ଏମ୍ ଜି କେ ରାଓଙ୍କ ସଭାପତିତ୍ବରେ ଏହି ସଭା ଅନୁ।ଷ୍ଠିତ ହୋଇଥିଲା। ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ସାଧାରଣ ସମ୍ପାଦକ ଶ୍ରୀ ରମେଶ ଚନ୍ଦ୍ର ସାହୁଙ୍କ ଉପସ୍ଥିତିରେ ଶ୍ରମିକ ୟୁନିଅନର ପୂର୍ବତନ ଶାଖା ସଂପାଦକ ଶ୍ରୀ ଆଶୁତୋଷ ବ୍ରହ୍ମା, ସାମୁଏଲ ପ୍ରଧାନ, ସାଲିଗ୍ରାମ ଠାକୁର, ଜୟଦେବ ନିସଙ୍କ, ବଳରାମ ବିଶ୍ଵାଳ, ବାସୁଦେବ ସାହୁ, ବିଦ୍ୟୁତ୍ ସରକାର, ଦୁର୍ଗା ମାଧବ ପାଢ଼ି, କ୍ରିଷ୍ଣା ଦାସ ଓ ବହୁ ବରିଷ୍ଠ, କନିଷ୍ଠ ନେତାମାନେ ଶ୍ରୀ ସାହୁଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଶ୍ରମିକ କଂଗ୍ରେସର ପ୍ରାଥମିକ ସଦସ୍ୟତା ଗ୍ରହଣ କରିବା ସହିତ ଦଳରେ ଯୋଗ ଦେଇଥିଲେ।

   Related Posts