Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ

9/12/2021 at 3:40 PM

ଭଞ୍ଜନଗର ୯।୧୨: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଲାଲସିଙ୍ଗି ଗ୍ରାମପଞ୍ଚାୟତର କିଛି ଅଞ୍ଚଳ ହେଲା ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ । ଭଞ୍ଜନଗର ଉପଜିଲ୍ଲାପାଳ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି । ସେହି ଅଞ୍ଚଳର ଜଣେ ବ୍ୟକ୍ତି କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କ ଘରର ପାଖପାଖି ୫୦ରୁ ୬୦ମିଟର ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି । ଅତ୍ୟାବଶ୍ୟକୀୟ ଏବଂ ମେଡିକାଲ ବ୍ୟତୀତ ସମସ୍ତ ଆଇନକୁ କଡାକଡି ପାଳନ କରିବାକୁ ଲୋକଙ୍କୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି ।

   Related Posts