Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ପାରିବାରିକ କଳହର କରୁଣ ପରିଣତି, ବାପାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ

29/03/2020 at 12:17 PM

ସୁନ୍ଦରଗଡ ୨୯।୦୩ : ପିଲାବେଳେ ହାତ ଧରି ବାଟ ଚଳାଉଥିବା ପୁଅ ଶେଷରେ ବାପାର ଜୀବନ ନେବାକୁ ପଛାଇଲାନି । ପାରିବାରିକ କଳହର କରୁଣ ପରିଣତି । ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ ହୋଇଛି । ସୁନ୍ଦରଗଡ ଜିଲ୍ଲା ସଦର ଥାନା ତିନିକୁଡା ତସୁପଡା ଗାଁର ଘଟିଛି ଏଭଳି ଅମାନବୀୟ ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ସଦର ଥାନା ତିନିକୁଡା ତସୁପଡା ଗାଁରେ ପାରିବାରିକ କଳହକୁ ନେଇ ବାପାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ପୁଅ ।  ମୃତକ ରିମୀସୀ ଏକ୍କା ବୋଲି ଜଣାପଡିଛି । ହତ୍ୟାକାଣ୍ଡ ପରେ ପୁଅ ରଞ୍ଜିତ ଏକ୍କା ଫେରାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ଆବଶ୍ୟକ ପଡିଲେ ଫରେନସିକ୍‌ ଟିମ୍‌ ଘଟଣାସ୍ଥଳକୁ ଡକାଯିବ ବୋଲି ସୂଚନା ମିଳିଛି ।  

   Related Posts