Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଶ୍ବଶୁର ଓ ଜ୍ବାଇଁଙ୍କ ମଧ୍ୟରେ ଛୁରାମାଡ : ପ୍ରଥମେ ଛୁରାମାଡ କଲେ ଜ୍ବାଇଁ, ଶ୍ବଶୁର ବି ଛାଡିଲେନି

20/11/2020 at 12:48 PM

ଭୁବନେଶ୍ବର ୨୦।୧୧: ରାଜଧାନୀରେ ଛୁରାମାଡ଼ । ଶ୍ବଶୁର ଓ ଜ୍ବାଇଁଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଜଣାପଡିଛି । ଛୁରାମାଡ ଫଳରେ ଦୁଇ ଜଣ ଆହତ ହୋଇଛନ୍ତି । ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଭୁବନେଶ୍ବର ସ୍ଥିତ ଲକ୍ଷ୍ମୀସାଗର ପୁରୁଣା ଷ୍ଟେସନ ଅଞ୍ଚଳରେ ଏଭଳି ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଲକ୍ଷ୍ମୀସାଗର ପୁରୁଣା ଷ୍ଟେସନ ଅଞ୍ଚଳରେ ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳ ପରେ ଉଭୟଙ୍କ ମଧ୍ୟରେ ଛୁରାମାଡ ହୋଇଛି । ଛୁରାମାଡରେ ଉଭୟ ଗୁରୁତର ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜାଣିବାକୁ ପାଇଥିଲା ଯେ, ଉଭୟ ହେଉଛନ୍ତି ଶ୍ବଶୁର-ଜ୍ବାଇଁ । ପାରିବାରିକ କଳହ ଯୋଗୁଁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିଥିଲା । ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ପ୍ରଥମେ ଜ୍ବାଇଁ ଶ୍ବଶୁରଙ୍କୁ ଆକ୍ରମଣ କରିଥିବା ଜଣାପଡିଛି । ଶ୍ବଶୁରଙ୍କ ଦେହରେ କ୍ଷତ ମଧ୍ୟ ହୋଇଛି । ଶ୍ବଶୁର ଜ୍ବାଇଁଙ୍କ ହାତରୁ ଛୁରୀ ଛଡାଇ ନେଇ ତାଙ୍କୁ ପାଲଟା ଆକ୍ରମଣ କରିଥିଲେ । ଫଳରେ ଉଭୟଙ୍କୁ ଲକ୍ଷ୍ମୀସାଗର ଥାନା ପୋଲିସ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି ।

   Related Posts