Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ପାଗଳ ପୁଅର ଉନ୍ମତ୍ତକାଣ୍ଡ : ନିଜ ମାଆକୁ ପିଟି ପିଟି ହତ୍ୟା କଲା ପୁଅ

5/11/2019 at 11:15 AM

କାମାକ୍ଷାନଗର ୦୫।୧୧ :  କଙ୍କଡାହାଡ ଥାନା ମକୁଆକାଟେଣୀ ଗାଁରେ ଅଭାବନୀୟ ଘଟଣା  ଦେଖିବାକୁ ମିଳିଛି । ମାଆକୁ ପିଟି ପିଟି ହତ୍ୟା କଲା  ପୁଅ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଆରମ୍ବ ।

ସୂଚନାଯୋଗ୍ୟ ଯେ,   ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର  କଙ୍କଡାହାଡ ଥାନା ମକୁଆକାଟେଣୀ  ଗାଁରେ ପାଗଳ ପୁଅ ନିଜ ମାଆକୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛି । ମୃତକ ବୈଦେହୀ  ସାହୁ ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ  ଜାରି ରଖିଛି ।  କିନ୍ତୁ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

   Related Posts