Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଏସ.ପିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ : ଆହତ ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି

22/01/2020 at 12:52 PM

ସୁବର୍ଣ୍ଣପୁର ୨୨/୧: ସୁବର୍ଣ୍ଣପୁର  ଏସ.ପିଙ୍କ  ଅଫିସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋନପୁର ଏସ.ପି ଆହତ ହୋଇଛନ୍ତି। ଜିଲ୍ଲାର ଉଲୁଣ୍ଡା ଥାନା ସୋନପୁର-ସମ୍ବଲପୁର ରାସ୍ତା ସିଂଢୋଲରେ ତାଙ୍କ ଅଫିସ ଗାଡିଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା । ଫଳରେ ଏସ ପି ଦେବୀ ପ୍ରସାଦ ଦାସ ଆହତ ହୋଇଛନ୍ତି ।

ଚିକିତ୍ସା ପାଇଁ ଏସ ପିଙ୍କୁ ସୋନପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତି କରାଯାଇଛି। ଏସ ପି  ଦେବୀ ପ୍ରସାଦ ଦାସ ଏକ ସରକାରୀ କାମରେ ସମ୍ବଲପୁର ଯାଇଥିଲେ। ଉଲୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଂଛି ପରିସ୍ଥିତିର ଅନୁଧ୍ୟାନ କରୁଛି।

   Related Posts