Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

କରୋନା ସମୟରେ ଲୋକଙ୍କୁ ସାହାଯ୍ୟ କରିଥିବାରୁ ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା UNDP

29/09/2020 at 5:42 PM

ମୁମ୍ବାଇ ୨୯/୦୯ : କରୋନା ମହାମାରୀ ସମୟରେ ହଜାର ହଜାର ଅସହାୟ ଓ ଅଭାବୀଙ୍କୁ ସାହାଯ୍ୟ କରିଛନ୍ତି ବଲିଉଡ୍ ଅଭିନେତା ସୋନୁ ସୁଦ୍ । ସୋନୁ ସୁଦଙ୍କ ଏହି ସହାୟତା ପାଇଁ ସଂଯୁକ୍ତ ରାଷ୍ଟ୍ର ବିକାଶ କାର୍ଯ୍ୟକ୍ରମ (UNDP) ଦ୍ୱାରା ପ୍ରତିଷ୍ଠିତ ଏସ୍‌ଡ଼ିପି ସ୍ପେଶାଲ ହ୍ୟୁମାନିଟେରିଆନ୍ ଆକ୍ସନ୍ ଆୱାର୍ଡ (SDG Special Humanitarian Action Award) ରେ ସମ୍ମାନିତ କରାଯାଇଛି ।

   Related Posts