Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ସୋର ଅନନ୍ତପୁର ନିକଟସ୍ଥ ସିଣ୍ଢିକେଟ ଏଟିଏମରୁ ଲୁଟ୍

5/12/2018 at 12:13 PM

ସୋର ୫/୧୨ : ସୋର ଥାନା ଅନ୍ତର୍ଗତ ଅନନ୍ତପୁର ରାସ୍ତା ନିକଟସ୍ଥ ସିଣ୍ଢିକେଟ ଏଟିଏମରୁ ଲୁଟ୍ ହୋଇଛି । ଗ୍ୟାସ୍ କଟରରେ କାଟି ଚୋରୀ କରିଛନ୍ତି ଦୁର୍ବୁର୍ତ୍ତ । ଚୋରମାନେ ଏଟିଏମ ମେସିନକୁ ଗ୍ୟାସ କଟରରେ କାଟି ନିଆଁ ଲଗାଇ ଦେଇଛନ୍ତି । କେତେ ଟଙ୍କା ଚୋରୀ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଅନନ୍ତପୁର ବିଟହାଉସ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସିଣ୍ଡିକେଟ୍ ବ୍ୟାଙ୍କ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚିବା ପରେ ପ୍ରକୃତ ତଥ୍ୟ ଜଣାପଡିବ ବୋଲି କହିଛନ୍ତି ବିଟହାଉସ ଅଧିକାରୀ ।

   Related Posts