Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ସରପଞ୍ଚ ଦେଖାଇଲେ କ୍ଷମତା, ପାଖର ପଞ୍ଚାୟତକୁ କଲେ ୭୨ଘଣ୍ଟା ସଟ୍ ଡାଉନ୍

14/05/2020 at 7:33 AM

ସୋର ୧୪।୫: ବାଲେଶ୍ବର ଜିଲ୍ଲା ପାଖର ପଞ୍ଚାୟତ ସରପଞ୍ଚ କ୍ଷମତା ଦେଖାଇଛନ୍ତି । ସରପଞ୍ଚ ପଞ୍ଚାୟତକୁ ବୁଧବାର ରାତି ୯ ଟାରୁ ୭୨ ଘଣ୍ଟା ପାଇଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ସରପଞ୍ଚ ତ୍ରିଲୋଚନ ପାଣିଗ୍ରାହୀ ଘୋଷଣା କରି କହିଛନ୍ତି ଯେ, ସଟ୍ ଡାଉନକୁ ଅମାନ୍ୟ କଲେ କୋଭିଡ୍ ଆଇନ ଅନୁଯାଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ପାଖର ପଞ୍ଚାୟତରେ ଗତକାଲି କୋରୋନା ପଜିଟିଭ ବାହାରିବା ପରେ କରୋନା ସତର୍କତା ପଦକ୍ଷେପ ସ୍ବରୂପ ୭୨ ଘଣ୍ଟା ପାଇଁ ପଞ୍ଚାୟତକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି । ବୁଧୁବାର ରାତି ୯ଟାରୁ ଘୋଷଣା କରାଯାଇଥିବା ସରପଞ୍ଚ ପ୍ରକାଶ କରିଛନ୍ତି ।

   Related Posts