Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ହସ୍ପିଟାଲରୁ ଡିସଚାର୍ଜ ହେଲେ ଦାଦା, ଏକ ସପ୍ତାହ ପାଇଁ ଘରେ କରିବେ ବିଶ୍ରାମ

31/01/2021 at 12:23 PM

କୋଲକାତା,୩୧/୦୧:   ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏଞ୍ଜିଓପ୍ଲାଷ୍ଟି ପରେ ତାଙ୍କୁ ଡିସଚାର୍ଜ କରାଯାଇଛି । ତାଙ୍କୁ ଏକ ସପ୍ତାହ ପାଇଁ ବିଶ୍ରାମ ନେବା ପାଇଁ ପରାମର୍ଶ ଦିଆଯାଇଛି । ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଥିବା ଡାକ୍ତର କହିଛନ୍ତି ।

ନିକଟରେ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିଲେ । ସେ ଚଳିତ ବର୍ଷର ଆରମ୍ଭରୁ ଏବେସୁଦ୍ଧା ତାଙ୍କର ୨ ଥର ଏଞ୍ଜିଓପ୍ଲାଷ୍ଟି ହୋଇଛି । ତାଙ୍କ ଧମନୀରେ ରକ୍ତ ଜମାଟ ବାନ୍ଧିଥିବାରୁ ଏଞ୍ଜିଓପ୍ଲାଷ୍ଟି କରାଯାଇଥିଲା । ପ୍ରଥମ ଥର ଏଞ୍ଜିଓପ୍ଲାଷ୍ଟି ପରେ ଗାଙ୍ଗୁଲି ସୁସ୍ଥ ଅନୁଭବ କରିଥିଲେ । ଏହାସହ ଆଇପିଏଲ ପ୍ରସ୍ତୁତିର ସମୀକ୍ଷା ମଧ୍ୟ କରିଥିଲେ । କିନ୍ତୁ ପରେ ସେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ପ୍ରଥମେ ଜାନୁଆରୀ ୨ରେ ଗାଙ୍ଗୁଲିଙ୍କୁ ହୃଦଘାତ ହୋଇଥିଲା । ଏହାପରେ ତାଙ୍କର ଏଞ୍ଜିଓପ୍ଲାଷ୍ଟି କରାଯାଇଥିଲା । କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ସେତେବେଳେ ଗାଙ୍ଗୁଲି ଥିଲେ । ଜାନୁଆରୀ ୨୭ରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡିଥିଲା । ଏହାପରେ ତାଙ୍କୁ କୋଲକାତାର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ କ୍ରିଟିକାଲ କେୟାର ୟୁନିଟରେ ରହି ଚିକିତ୍ସିତ ହେଉଥିଲେ ।

   Related Posts