Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ବିଧାନସଭାରେ ସ୍ୱତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ ଖୋଲିବ , ସବୁ ରାଜ୍ୟର ବାଚସ୍ପତିଙ୍କୁ ଲୋକସଭା ବାଚସ୍ପତି ଦେଲେ ପରାମର୍ଶ

21/04/2020 at 3:34 PM

ଭୁବନେଶ୍ୱର ୨୧।୦୪: ବିଧାନସଭାରେ ସ୍ୱତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ ଖୋଲିବାକୁ ସବୁ ରାଜ୍ୟର ବାଚସ୍ପତିଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ପରାମର୍ଶ ଦେଇଛନ୍ତି । ଭିଡିଓ କନଫରେନସିଂ ଜରିଆରେ ସବୁ ରାଜ୍ୟର ବାଚସ୍ପତିଙ୍କ ସହ ଆଲୋଚନା ବେଳେ ଏପରି ପରାମର୍ଶ ଦେଇଛନ୍ତି ଲୋକସଭା ବାଚସ୍ପତି ।

ମଙ୍ଗଳବାର ଦିନ ସମସ୍ତ ରାଜ୍ୟର ବାଚସ୍ପତିଙ୍କ ସହ ଭିଡିଓ କନ୍‌ଫରେନ୍ସି ଜରିଆରେ ଆଲେଚନା କରିଛନ୍ତି ଲୋକସଭା ବାଚସ୍ପତି ଓମ୍‌ ବିର୍ଲା । ଭିିଡିଓ କନ୍‌ଫରେନ୍ସିରେ ବିଧାନସଭାରେ ସ୍ୱତନ୍ତ ଅଭିଯୋଗ ପ୍ରକୋଷ୍ଠ ଖୋଲିବାକୁ ପରାମର୍ଶ ଦେଇଛନ୍ତି ଲୋକସଭା ବାଚସ୍ପତି । ଏହି ଆଲୋଚନା ସମୟରେ ରାଜ୍ୟରେ କରୋନା ସ୍ଥିତି କଣ ରହିଛି । ଏବଂ ନିଜ କ୍ଷେତ୍ରରେ କରୋନା ମୁକାବିଲରେ ବିଧାୟକମାନଙ୍କ କଣ ଭୂମିକା ରହିଛି । ସେନେଇ ଆଲୋଚନା ମଧ୍ୟ ହୋଇଛି ।

   Related Posts