Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟନା AIIMSର ୩୮୪ ଡାକ୍ତର ଏବଂ ନର୍ସିଂ ଷ୍ଟାଫ୍‌ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ
  • ||
  • ବିଧାୟକ ନରସିଂହ ମିଶ୍ରଙ୍କୁ କରୋନା, ଟ୍ୱିଟ୍‌ କରି ଦେଲେ ସୂଚନା
  • ||
  • କରୋନାକୁ ମାତ୍‌ ଦେଲେ ୨୦୦୯ ଆକ୍ରାନ୍ତ
  • ||
  • ସୁଧୁରୁନି କରୋନା ସ୍ଥିତି, ଆଜି ଭୁବନେଶ୍ଵରରୁ ଚିହ୍ନଟ ହେଲେ ୪୭୬ ପଜିଟିଭ୍
  • ||
  • ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ସବୁ ଧର୍ମାନୁଷ୍ଠାନରେ କଟକଣା, କେବଳ ପୂଜକ ହିଁ କରିପାରିବେ ପୂଜାର୍ଚ୍ଚନା
  • ||
  • ସମ୍ବଲପୁର : ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଘଟଣା, କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା
  • ||
  • ବଲାଙ୍ଗୀର : କରୋନା ସଂକ୍ରମଣ ରୋକିବାରେ ପୋଲିସ-ଜନତାଙ୍କ ସହଭାଗିତା ରହୁ : ଡିଜି ଅଭୟ
  • ||
  • ମାଲକାନଗିରି : ନାରାୟଣପୁରରେ ପୁଣି ମାଓ ହିଂସା, ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଗୁରୁତର
  • ||
  • ପୁରୀ : ଗଠନ ହେଲା ୭ଜଣିଆ ସେବାୟତ କମିଟି, କିଏ ଟିକା ନେଇଛି, କିଏ ନେବ, କାହାର ସ୍ବାସ୍ଥ୍ୟ କିପରି ଅଛି ହେବ ତଦାରଖ
  • ||
  • କେନ୍ଦୁଝର : ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ହାଇୱା, ଘଟଣାସ୍ଥଳରେ ମୃତ୍ୟୁ
  • ||

ବିଧାନସଭାରେ ୭ ଜଣିଆ ସ୍ପିକର ପାନେଲ ଲିଷ୍ଟ ଘୋଷଣା କଲେ ବାଚସ୍ପତି

25/06/2019 at 1:04 PM

ଭୁବନେଶ୍ବର ୨୫|୬: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭରୁ ରାଜ୍ୟପାଳ ଅଭିଭାଷଣ ରଖିଥିଲେ । ଦିବଙ୍ଗତ ପୂର୍ବତନ ସାଂସଦ ଓ ବିଧାୟକ  ଓ  ସହିଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରଯାଇଥିଲା ।

ବିଧାନସଭାରେ ୭ ଜଣିଆ ସ୍ପିକର ପାନେଲ ଲିଷ୍ଟ ଘୋଷଣା କରିଛନ୍ତି ବାଚସ୍ପତି । ବିଧାୟକ ଦେବୀ ମିଶ୍ର, ପ୍ରଫୁଲ୍ଲ ସାମଲ, ଅଶ୍ବିନୀ ପାତ୍ର, ସ୍ନେହାଙ୍ଗିନି ଛୁରିଆ, ପ୍ରଶାନ୍ତ ମୁଦୁଲି, ସୁବାସ ପାଣିଗ୍ରାହୀ, ସନ୍ତୋଷ ସିଂହ ସାଲୁଜା ଏହି ପାନେଲରେ ରହିଛନ୍ତି ।

ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଗୃହରେ ଧନ୍ୟବାଦ ପ୍ରସ୍ତାବ ଆଗତ ହୋଇଛି । ଧନ୍ୟବାଦ ପ୍ରସ୍ତାବ ଆଗତ କରିଛନ୍ତି ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ।

   Related Posts