Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?

7/12/2021 at 2:07 PM

ଭୁବନେଶ୍ବର ୭।୧୨: ଗୃହ ଅଚଳ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।  ବାଚସ୍ପତି କହିଛନ୍ତି, ସୋମବାର ସର୍ବଦଳୀୟ ବୈଠକ ପରେ ଗୃହ ଚାଲିବା ନେଇ ରାସ୍ତା ବାହାରିଥିବା ଆଶା କରାଯାଉଥିଲା । କିନ୍ତୁ ମଙ୍ଗଳବାର ଗୃହ ଆରମ୍ଭରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ଘଣ୍ଟ ଘଣ୍ଟା ବାଡେଇ ଗୃହ ମଧ୍ୟ ଭାଗକୁ ଆସି ପ୍ଲା-କାର୍ଡ ପ୍ରଦର୍ଶନ କରିଥିଲେ । ଗୃହ ମଧ୍ୟ ଭାଗରେ ପାଣି ଛିଞ୍ଚିଥିବା ଦେଖିଛି । ଯଦି ସମସ୍ତ ସଦସ୍ୟ ଗୃହ ଚାଲିବ ପାଇଁ ପ୍ରସ୍ତୁତ ନୁହଁନ୍ତି ସେଠାରେ କ’ଣ କରିବି । ବାଚସ୍ପତି ନାଚାର । ଗୃହରେ ବିଶୃଙ୍ଖଳା କଲେ କେତେକ ସଦସ୍ୟଙ୍କୁ ଦଣ୍ଡ ଦିଆଯାଇପାରିବ। ହେଲେ ସମସ୍ତ ସଦସ୍ୟ ବିଶୃଙ୍ଖଳିତ ଆଚରଣ କଲେ ସେଠାରେ କ’ଣ କରାଯାଇପାରିବ ବୋଲି ଅସହାୟ ପ୍ରକାଶ କରିଛନ୍ତି ବାଚସ୍ପତି ।

   Related Posts