Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଅକ୍ଟୋବରରୁ ଷ୍ଟାଡିୟମରେ ଦର୍ଶକଙ୍କ ପ୍ରବେଶକୁ ମିଳିବ ଅନୁମତି !

17/07/2020 at 9:37 PM

ଲଣ୍ଡନ ୧୭।୦୭: ଇଂଲଣ୍ଡରେ ଚଳିତ ବର୍ଷ ଅକ୍ଟୋବର ମାସରୁ ଦର୍ଶକଙ୍କୁ ଷ୍ଟାଡିୟମରେ ପ୍ରବେଶ କରିବାକୁ ଅନୁମତି ମିଳିପାରେ। କୋଭିଡ୍-୧୯ କାରଣରୁ ପାଖାପାଖି ତିନି ମାସ ପର୍ଯ୍ୟନ୍ତ ସ୍ଥଗିତ ରହିବା ପରେ ଜୁନରେ ବିନା ଦର୍ଶକରେ କ୍ରୀଡା ଆୟୋଜନ କରିବାକୁ ଇଂଲଣ୍ଡରେ ଅନୁମତି ମିଳିଥିଲା।

ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ  କହିଛନ୍ତି, ଅକ୍ଟୋବରରୁ ଦର୍ଶକଙ୍କୁ ଷ୍ଟାଡିୟମରେ ପ୍ରବେଶ ଅନୁମତି ଦେବାକୁ ଲକ୍ଷ୍ୟ ରଖାଯାଇଛି। ସ୍ଥିତି ସ୍ଵାଭାବିକ ହେବା ପରେ କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ସୁରକ୍ଷିତ ପ୍ରକ୍ରିୟାରେ ଦର୍ଶକଙ୍କୁ ଷ୍ଟାଡିୟମ ଭିତରକୁ ଦିଆଯାଇପାରେ।

ଘାତକ କରୋନା ଭାଇରସ୍‌ କାରଣରୁ ସଂପ୍ରତି ଖାଲି ଷ୍ଟାଡିୟମରେ ବିନା ଦର୍ଶକରେ ଅନ୍ତରାଷ୍ଟ୍ରୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ଇଂଲଣ୍ଡ ଓ ଓ୍ଵେଷ୍ଟଇଣ୍ଡିଜ ମଧ୍ୟରେ ସଂପ୍ରତି ଟେଷ୍ଟ ଶୃଙ୍ଖଳା ବିନା ଦର୍ଶକରେ ଖେଳାଯାଉଛି।

   Related Posts