Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ତାତିରୁ ସାମାନ୍ୟ ଆଶ୍ବସ୍ତି ; ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

21/06/2018 at 9:56 AM

ଅସହ୍ୟ ତାତିରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି … ବିଭିନ୍ନ ସ୍ଥାନରେ ବର୍ଷା, ଖସିଲା ପାରଦ … ଦିନ ୧୧.୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୩.୮ ଡିଗ୍ରୀ ସେଲସିୟସ … ଚାନ୍ଦବାଲିରେ ୩୭ ଡିଗ୍ରୀ ଓ ସମ୍ବଲପୁରରେ ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ … ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା … ଆସନ୍ତା ୪୮ ଘଣ୍ଟା ପାଇଁ ଉପକୂଳ ଓ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ପାଇଁ କାଳବୈଶାଖୀ ସତର୍କତା ଜାରି କଲା ପାଣିପାଗ ବିଭାଗ … ଉତ୍ତର ଓ ଉତ୍ତର ପୂର୍ବର ଦିଗରୁ ପବନ ବହୁଥିବାରୁ ଗରମ ଅନୁଭୂତ ହେଉଥିଲା … ହେଲେ ଏବେ ପବନର ଗତି ବଦଳି ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ପବନ ବହୁଛି … ଆସନ୍ତା ୨୩ରୁ ୨୫ ମଧ୍ୟରେ ସକ୍ରିୟ ହେବ ମୌସୁମୀ …

   Related Posts