Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ଶ୍ରଦ୍ଧା ସଞ୍ଜିବନୀ ଶିଶୁଯତ୍ନ ଗୃହରେ ଅନୁଷ୍ଠିତ ହେଲା ନିଆରା ବିବାହ, ଆଶୀର୍ବାଦ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

27/02/2021 at 2:46 PM

ବ୍ରହ୍ମପୁର,୨୭/୦୨:  ଗୋପାଳପୁର ଶ୍ରଦ୍ଧା ସଞ୍ଜିବନୀ ଶିଶୁଯତ୍ନ ଗୃହରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ବାହାଘର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସମେତ ବହୁ ବରିଷ୍ଠ ପଦାଧିକାରୀ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆର୍ଶୀବାଦ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ବାହାଘର କରାଇବା ସହ ନବ ଦମ୍ପତ୍ତିଙ୍କୁ ଆର୍ଶୀବାଦ ପ୍ରଦାନ କରିଥିଲେ । ଏହାସହ ସେମାନଙ୍କୁ ଶୁଭ କାମନା ଜଣାଇଥିଲେ ।

ସୂଚନାଯୋଗ୍ୟ, ଗୋପାଳପୁରରେ ଶ୍ରଦ୍ଧା ସଞିବନୀ ଶିଶୁ ଯତ୍ନ ଗୃହ  ମୁଖ୍ୟମନ୍ତ୍ରୀଙ୍କ ଡ୍ରିମ୍ ପ୍ରକଳ୍ପ ଅଟେ । ନବ ଦମ୍ପତ୍ତି ଏଠାରେ ପାଠ ପଢିବା ସହ ଆତ୍ମ ନିର୍ଭରଶୀଳ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କ ଇଚ୍ଛା ପ୍ରକାରେ ବିବାହର ଆୟୋଜନ କରାଯାଇଥିବା ଗଞାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି । ଏଭଳି ନିଆରା ବାହାଘରକୁ ସମସ୍ଥେ ବେଶ୍ ପ୍ରଶଂସା କରିଛନ୍ତି ।

   Related Posts