Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||

୧୨ରୁ ଗଡ଼ିବ ୩ ‘ଶ୍ରମିକ ସ୍ପେଶାଲ ଟ୍ରେନ’, ଓଡ଼ିଶାରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନ ଚାଲୁ ନେଇ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ପ୍ରଧାନ

9/09/2020 at 2:06 PM

ଭୁବନେଶ୍ୱର ୦୯।୦୯: ଆସନ୍ତା ୧୨ ତାରିଖରୁ ରାଜ୍ୟରେ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବ । ଏ ସଂପର୍କରେ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ ଓ ପୁରୀ-ଓଖା ରୁଟରେ ଏହି ଟ୍ରେନ ଚାଲିବ। ଏହି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚଳାଇବା ପାଇଁ ସେ ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ।

ତେବେ ତାଙ୍କ ଅନୁରୋଧ ରକ୍ଷା କରି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚଳାଇବା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳ ମନ୍ତ୍ରୀ ପିୟୁଷ ଗୋଏଲ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର । ଦେଶ ଅର୍ଥନୀତିର ପୁନରୁଦ୍ଧାର ତଥା ପ୍ରବାସୀ ଓଡିଆଙ୍କ ଜୀବନଜୀବିକାକୁ ଦୃଷ୍ଟିରେ ରଖି ଓଡିଶାରୁ ଗୁଜୁରାଟ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟକୁ ପୁର୍ନବାର ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲୁ କରିବା ପାଇଁ ଗତକାଲି କେନ୍ଦ୍ର ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି  କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଥିଲେ। ମନ୍ତ୍ରୀଙ୍କ ଅନୁରୋଧକୁ ରକ୍ଷା କରି ଏହି ନିଷ୍ପତ୍ତି ନିଆଯାଇଛି ।

   Related Posts