Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ବାତ୍ୟା “ୟସ୍“ ମୁକାବିଲା : ଭଦ୍ରକରେ ଏସଆରସିଙ୍କ ସମୀକ୍ଷା

23/05/2021 at 3:17 PM

ଭଦ୍ରକ ୨୩/୫ : ପୁର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ତେବେ ଏହା ଆହୁରି ତୀବ୍ର ହୋଇ ୨୬ ତାରିଖରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଅତି ଭୟଙ୍କର ରୁପ ନେଇ ଉପକୁଳ ଅତିକ୍ରମ କରିବ । ଭାରତୀୟ ପାଣିପାଗ ବିଭାଗ ତରଫରୁ ଏନେଇ ସତରକ୍ ସୂଚନ ଜାରି କରାଯାଇଛି । ତେବେ ରାଜ୍ୟରେ ଥିବା ଉପକୂଳିଆ ଅଞ୍ଚଳରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏଥିପାଇଁ ଭଦ୍ରକରେ ସମ୍ଭାବ୍ୟ ବାତ୍ୟା ନେଇ ଏସଆରସି ସ୍ଥିତି ସମୀକ୍ଷା କରିଛନ୍ତି । ବାତ୍ୟା ୟସକୁ ନେଇ କେମେତି ମୁକାବିଲା କରାଯିବ ସେନେଇ ମାନସ ମନ୍ଥନ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି ଏସଆରସି ପ୍ରଦୀପ ଜେନା । ତେବେ ଏହି ବୈଠକରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି ।

   Related Posts