Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଆଜି ମୁଖ୍ୟମନ୍ତ୍ରୀଙ୍କୁ ‘ଫୋନି’ କ୍ଷୟକ୍ଷତିର ପୂର୍ଣ୍ଣାଙ୍ଗ ରିପୋର୍ଟ ଦେବେ ଏସଆରସି

6/06/2019 at 12:23 PM

ଭୁବନେଶ୍ବର ୬|୬: ଫୋନି କ୍ଷୟକ୍ଷତିର ଆଜି ପୂର୍ଣ୍ଣାଙ୍ଗ ରିପୋର୍ଟ ଦିଆଯିବ । ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ କ୍ଷୟକ୍ଷତିକୁ ରିପୋର୍ଟ ଦାଖଲ କରିବେ । ଏହି ରିପୋର୍ଟକୁ କେନ୍ଦ୍ର ନିକଟକୁ ପଠାଯିବ । ଫୋନି ଯୋଗୁଁ ରାଜ୍ୟର ୧୪ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ୨୮ ହଜାର କୋଟି ଟଙ୍କାର ଆବଶ୍ଯକତା ଥିବା ସୂଚନା ମିଳିଛି।

ପ୍ରାଥମିକ ଦଫାରେ କେନ୍ଦ୍ରୀୟ ଟିମ୍ କୁ ଓଡ଼ିଶା ୧୧ ହଜାର ୯୪୨ କୋଟି ୬୮ ଲକ୍ଷ ଟଙ୍କାର ରିପୋର୍ଟ ପ୍ରଦାନ କରିଥିଲା। ପୂର୍ଣ୍ଣାଙ୍ଗ ରିପୋର୍ଟ ଅନୁସାରେ ୨୫ ହଜାର କୋଟି ଟଙ୍କାର କ୍ଷତି ରାଜ୍ୟ ସହିଛି। ଫୋନି କ୍ଷୟକ୍ଷତି ପାଇଁ କେନ୍ଦ୍ର ପକ୍ଷରୁ ମୋଟ ୧୩୪୧ କୋଟି ଟଙ୍କାର ପ୍ରାଥମିତ ସହାୟତା ଘୋଷଣା କରିଥିବା ବେଳେ କେନ୍ଦ୍ରୀୟ ଟିମ୍ ମଧ୍ୟ କ୍ଷୟକ୍ଷତିର ଆକଳନ କରିସାରିଛି।

   Related Posts