Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ନେଇ ପୁରୀରେ ଆରମ୍ଭ ହୋଇଛି ବିକ୍ଷୋଭ ଆନ୍ଦୋଳନ

4/06/2018 at 6:37 AM

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ନେଇ ପୁରୀରେ ଆରମ୍ଭ ହୋଇଛି ବିକ୍ଷୋଭ ଆନ୍ଦୋଳନ | ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଶ୍ରୀମନ୍ଦିର ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଥିବା ବେଳେ ରତ୍ନ ଭଣ୍ଡାର ସୁରକ୍ଷା ନେଇ ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି | ଘଟଣାକୁ ନେଇ ଜଗତ ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ କ୍ଷୋଭ ପ୍ରକାଶ କରିବା ସହ ଏକ ଯାଞ୍ଚ କମିଟି ଗଠନ କରି ଏହାର ତଦନ୍ତ କରାଯିବ ବୋଲି କହିଛନ୍ତି | ହଜି ଯାଇଥିବା ଚାବିକୁ ତୁରନ୍ତ ଖୋଜି ବାହାର କରିବା ପାଇଁ ଜଗତ ଗୁରୁ ନିଶ୍ଚଳାନନ୍ଦ କହିଛନ୍ତି |

Leave a Reply

   Related Posts