Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଶ୍ରୀଗଣେଶ ଚତୁର୍ଥୀ, କରୋନା କଟକଣା ପାଇଁ ଫିକା ପଡିଛି ବିଘ୍ନ ବିନାଶକଙ୍କ ପୂଜା

10/09/2021 at 7:35 AM

ଭୁବନେଶ୍ୱର, ୧୦।୦୯: ଶୁକ୍ରବାର ଶ୍ରୀ ଗଣେଶ ଚତୁର୍ଥୀ । କିନ୍ତୁ କରୋନା କଟକଣା ପାଇଁ ଏଥର ଗଣେଶ ପୂଜା ଫିକା । ପୂଜା ମଣ୍ଡପରେ କି ଶିକ୍ଷାନୁଷ୍ଠାନରେ ଧୁମଧାମରେ ହେବନି ପୂଜା। କେବଳ ବିଦ୍ଧି ରକ୍ଷାପାଇଁ ବିଘ୍ନ ବିନାଶକଙ୍କୁ ଆରାଧନା କରାଯିବ । 

ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ଗଣେଶ ପୂଜା ବନ୍ଦ କରାଯାଇଛି । ଚଳିତବର୍ଷ ସ୍କୁଲରେ ଗଣେଶ ପୂଜାରେ ଗହଳି ଦେଖିବାକୁ ମିଳିବ ନାହିଁ ।ଛାତ୍ରଛାତ୍ରୀଙ୍କୁ ଘରେ ରହି ଗଣେଶ ପୂଜା କରିବାକୁ ପରମର୍ଶ ଦିଆଯାଇଛି।

ଅନ୍ୟପଟେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାର୍ବଜନୀନ ସ୍ଥାନରେ ପୂଜା ହେବ ନାହିଁ । କରୋନା କଟକଣା ଯୋଗୁଁ ଟ୍ବିନ୍ ସିଟିର କୌଣସି ମଣ୍ଡପରେ  ଧୁମଧାମରେ ଗଣେଶ ପୂଜା ହେବ ନାହିଁ । କେବଳ ବିଧି ପାଳନ ହେବ । ଏନେଇ ପ୍ରଶାସନ ନିଷ୍ପତ୍ତି ନେଇଛି । କରୋନା ସଂକ୍ରମଣ ମାମଲା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ।

   Related Posts