Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଶ୍ରୀଲଙ୍କାର ପ୍ରସିଦ୍ଧ ଗାୟକ ସୁନୀଲ ପେରେରାଙ୍କ ପରଲୋକ, କରୋନାରେ ହୋଇଥିଲେ ସଂକ୍ରମିତ

11/09/2021 at 10:59 AM

ମୁମ୍ବାଇ ୧୧/୦୯: ଶ୍ରୀଲଙ୍କାର ଜଣାଶୁଣା ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ସୁନୀଲ ପେରେରାଙ୍କ ଦେହାନ୍ତ ହୋଇଛି। ୬୮ ବର୍ଷ ବୟସରେ ସୁନୀଲ ପେରେରା ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କରୋନା ସଂକ୍ରମିତ ହେତୁ ହେତୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି।

ଗତ ମାସରେ ସୁନୀଲ କରୋନାରେ ସଂକ୍ରମିତ ହୋଇଥିଲେ। ତାଙ୍କର ରାଜଧାନୀ କଲମ୍ବୋସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ସେ ଗତ ସପ୍ତାହରେ ଘରକୁ ଫେରିଥିଲେ, କିନ୍ତୁ ତାଙ୍କ ଅବସ୍ଥା ଖରାପ ହେବାରୁ ପୁନଶ୍ଚ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

   Related Posts