Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଟି ୨୦ ବିଶ୍ବକପ : ଟସ ଜିତି ବୋଲିଂ ନିଷ୍ପତ୍ତି ନେଲା ଶ୍ରୀଲଙ୍କା, ପ୍ରଥମେ ବ୍ୟାଟିଂ କରିବ ଇଂଲଣ୍ଡ

1/11/2021 at 7:17 PM

ଶାରଜାହା ୦୧/୧୧ : ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପର ଆଜିର ମ୍ୟାଚରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଶ୍ରୀଲଙ୍କା ଏବଂ ଇଂଲଣ୍ଡ । ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଦାସୁନ ସାନାକାଙ୍କ ଶ୍ରୀଲଙ୍କା । ପ୍ରଥମେ ବ୍ୟାଟିଂ କରିବ ଇୟନ ମୋର୍ଗାନ୍‌ଙ୍କ ଇଂଲଣ୍ଡ । ଇଂଲିସ୍‌ ଟିମ ୩ଟିରୁ ତିନିଟି ଯାକ ମ୍ୟାଚ ଜିତି ୬ ପଏଣ୍ଟ ସହ ଟେବୁଲର ଶୀର୍ଷରେ ରହିଥିବା ବେଳେ ୩ଟି ରୁ ଗୋଟିଏ ମ୍ୟାଚ ଜିତି ୪ର୍ଥ ସ୍ଥାନରେ ରହିଛି ଶ୍ରୀଲଙ୍କା । ଆଜିର ମ୍ୟାଚ ଇଂଲଣ୍ଡ ପାଇଁ ସେତେଟା ଗୁରୁତ୍ବ ବହନ କରୁନଥିଲେ ମଧ୍ୟ ଶ୍ରୀଲଙ୍କା ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ ।

   Related Posts