Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପଞ୍ଚମ ଶ୍ରେଣୀ ଛାତ୍ର ସ୍ମୃତି ରଞ୍ଜନଙ୍କ ମୁହଁରେ ହସ ଫୁଟେଇବା ପାଇଁ ଏକ ଛୋଟ ପ୍ରୟାସ

14/07/2021 at 10:56 PM

ଭୁବନେଶ୍ୱର, ୧୪/୦୭: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସାମାଜିକ ପ୍ରତିବଦ୍ଧତାର ଆହ୍ବାନରେ ଅନୁପ୍ରାଣିତ ହୋଇ ପଞ୍ଚମ ଶ୍ରେଣୀ ଛାତ୍ର ଦିବ୍ୟାଙ୍ଗ ସ୍ମୃତି ରଞ୍ଜନ ଦାସଙ୍କୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏକ ଟ୍ରାଇ ସାଇକେଲ ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ସେ କହିଥିଲେ କି ” ସ୍ମୃତି ରଞ୍ଜନଙ୍କ ମୁହଁରେ ଆଜି ହସର ମୂକ୍ତାକୁ ଦେଖି ମୁଁ ଅତ୍ୟନ୍ତ ଆନନ୍ଦିତ ।

ଏହି ପରିପୁରକ ସମାଜରେ ଆମେ ସମସ୍ତେ  ସେବା ମନୋଭାବରେ ବ୍ରତୀ ହୋଇ ପରସ୍ପରକୁ ସାହାଯ୍ୟର ହାତ ବଢ଼ାଇବା ଉଚିତ। ଏହିଭଳି ସାମାଜିକ କାର୍ଯ୍ୟ ଆଗାମୀ ଦିନରେ ମଧ୍ୟ ଜାରୀ ରହିବ। ଏହି ଟ୍ରାଇ ସାଇକେଲ ପ୍ରଦାନ କାର୍ଯ୍ୟକ୍ରମରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଆଶିଷ ରଞ୍ଜନ ମିଶ୍ର ଏବଂ ନାରୀ ନେତ୍ରୀ ଉର୍ମିଳା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

   Related Posts