Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ମିଶନ ଶକ୍ତିର ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ନେଇ ସମୀକ୍ଷା ବୈଠକ, ମହିଳାମାନେ ସ୍ବାବଲମ୍ବୀ ହେବାକୁ ପରାମର୍ଶ

29/11/2021 at 5:36 PM

ପାଟଣା ୨୯/୧୧ : କେନ୍ଦୁଝର ଜିଲା ପାଟଣା ବ୍ଲକ ପରିସରରେ ସୋମବାର ବ୍ଲକର ବିଭିନ୍ନ ପଞ୍ଚାୟତର ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କୁ ନେଇ ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସ୍ୱୟଂ ସହାୟିକା ଗୋଷ୍ଠୀର ଥିବା ସମସ୍ୟା ଗୁଡିକ ସମ୍ପର୍କରେ ସମୀକ୍ଷା କରିବା ସହ ରାଜ୍ୟ ସରକାର ମହିଳାମାନଙ୍କ ପାଇଁ କରୁଥିବା ସମସ୍ତ ଯୋଜନାର ଲାଭ ଉଠାଇବାକୁ ପରାମର୍ଶ ଦିଆଯାଇଛି । ଏହା ସହ ମହିଳାମାନେ ନିଜେ କିପରି ସ୍ୱାବଲମ୍ବୀ ହେଇ ପାରିବେ ସେ ନେଇ ପାଟଣା ବିଧାୟକ ଜଗନ୍ନାଥ ନାଏକ ମହିଳାମାନଙ୍କୁ ପରାମର୍ଶ ଦେଇଛନ୍ତି । ଆୟୋଜିତ ସମୀକ୍ଷା ବୈଠକରେ ବିପିଏମ ମନୋରଞ୍ଜନ ମହାପାତ୍ର ସଂଯୋଜନା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ ବିଶ୍ୱନାଥ ନାଏକ, ବ୍ଲକ ଉପାଧକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟି, ବ୍ଲକ ମିଶନ ଶକ୍ତି ସଭାପତି ବିନ୍ଦୁ ମହାନ୍ତ, ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ବ୍ଲକ କୃଷି ଅଧିକାରୀ ପରେଶ କୁମାର ଦାଶ, ସିଡିପିଓ ବିଜୟ ଲକ୍ଷ୍ମୀ ମାରାଣ୍ଡି ଓ ବରିଷ୍ଠ ବିଜେଡି ନେତା ମିତ୍ରଭାନୁ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts