Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ, ଜଣେ ଛାତ୍ର ଗୁରୁତର

3/03/2021 at 1:29 PM

ଭଞ୍ଜନଗର ୩।୩: ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼ ହୋଇଛି । ଫଳରେ ୧୦ମ ଶ୍ରେଣୀ ଛାତ୍ର ଅମିତ ନାୟକ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗାଙ୍ଗପୁର ଥାନା ବଡବୋରସିଙ୍ଗ ଗ୍ରାମ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଛାତ୍ରଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ସ୍କୁଲରେ ଡ୍ରିଲ୍ କ୍ଲାସ ହେବା ସମୟରେ ଘଟିଛି ଏଭଳି ଘଟଣା ।  ଶୁଭମ୍ ଭୋଳ ନାମକ ଛାତ୍ର ଅମିତର ପେଟରେ ଛୁରା ଭୁଷିଥିବା ଅଭିଯୋଗ ହୋଇଛି ।

   Related Posts