Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଗଜପତି ମହାରାଜଙ୍କ ମତକୁ ରାଜ୍ୟ ବିଜେପିର ସ୍ୱାଗତ

24/04/2020 at 8:30 PM

ଭୁବନେଶ୍ୱର, ୨୪|୦୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଦେଇଥିବା ବାର୍ତାକୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଛି ବୋଲି ଟ୍ୱିଟ କରି କହିଛନ୍ତି ରାଜ୍ୟ ସଭାପତି  ସମୀର ମହାନ୍ତି ।

ସେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଗଜପତି ମହାରାଜ ଆଜି ଗଣମାଧ୍ୟମରେ ଦେଇଥିବା ବକ୍ତବ୍ୟକୁ ଓଡିଶା ବିଜେପି ପକ୍ଷରୁ ମୁଁ ସମର୍ଥନ କରୁଛି ।

ଲୋକମାନଙ୍କ ସ୍ୱାସ୍ଥ୍ୟ ଦୃଷ୍ଟିରୁ ଆଗାମୀ ମେ ୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଯାହା ଲକ୍‌ଡାଉନ୍ ଗାଇଡଲାଇନ ଅଛି, ଏହାକୁ ପାଳନ କରାଯିବା ନେଇ ଗଜପତି ମହାରାଜଙ୍କର ବକ୍ତବ୍ୟକୁ ମୁଁ ସ୍ୱାଗତ କରୁଛି ବୋଲି ଶ୍ରୀ ମହାନ୍ତି ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ।

   Related Posts