Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ହେବେ ଏବିଡିଓ, ୨୮ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଲା କ୍ୟାବିନେଟ

22/02/2019 at 7:23 PM

ଭୁବନେଶ୍ବର୨୨|୨: ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ୨୮ଟି ପ୍ରସ୍ତାବକୁ ମଂଜୁରୀ ପ୍ରଦାନ କରାଯାଇଛି । ଏବିଡିଓ ସ୍ତରକୁ ପଞ୍ଚାୟତ ସଂପ୍ରସାରଣ ଅଧିକାରୀଙ୍କୁ ପଦୋନ୍ନୋତି ଦେବା ପାଇଁ କ୍ୟାବିନେଟ ନୀତିଗତ ନିଷ୍ପତ୍ତି ନେଇଛି । ରାଜ୍ୟରେ ଖାଲିଥିବା ୧୪୫ଟି ଏବିଡିଓ ପଦବୀ ଏହି ପଦୋନ୍ନତି ମଧ୍ୟମରେ ପୂରଣ ହେବ ।୧୦ ବର୍ଷରୁ ଉର୍ଦ୍ଧ୍ବ କାର୍ଯ୍ୟକାଳ ହୋଇଥିବା ଅଧିକାରୀମାନେ ଏହି ପଦୋନ୍ନତି ପାଇଁ ଯୋଗ୍ୟ ହେବେ ।  ଖୁସୀ ଯୋଜନା ପାଇଁ ୫ ବର୍ଷରେ ୪୬୬ କୋଟି ମଞ୍ଜୁରୀ ପ୍ରଦାନ କରାଯାଇଛି । ସେହିଭଳି  ୧୫୭ ଆହାର କେନ୍ଦ୍ର ଲାଗି ୫୭ କୋଟି ଟଙ୍କା ମଂଜୁରୀ ଉପରେ କ୍ୟାବିନେଟ ମୋହର ଲାଗିଛି । ବୌଦ୍ଧ ଜିଲ୍ଲାର କଂଟାବାଁଜି ପାନୀୟ ଜଳ ପ୍ରକଳ୍ପ ଟେଣ୍ଡରକୁ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛି ।

   Related Posts