Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
  • ||
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||

୩ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର : ଓଡ଼ିଶା GST ଆଇନ ସଂଶୋଧନ ଅଧ୍ୟାଦେଶ ବିଲ୍ କୁ ମଞ୍ଜୁରୀ

15/09/2020 at 12:54 PM

ଭୁବନେଶ୍ବର ୧୫/୯: ୩ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା GST ଆଇନ ସଂଶୋଧନ ଅଧ୍ୟାଦେଶ ବିଲ୍ କୁ ମଞ୍ଜୁରୀ ମିଳିଛି। ସୁବର୍ଣ୍ଣରେଖାରେ ବ୍ରିଜ ନିର୍ମାଣ ପାଇଁ ୧୩୮ କୋଟି ୭୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏବଂ ଆଉ ଗୋଟିଏ ହେଲା ଓଡ଼ିଶା ଲୋକାଲ୍ ଫଣ୍ଡ ଅଡିଟ୍ ଆକ୍ଟରେ ସଂଶୋଧନ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା।

   Related Posts