ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ

Published By : Prameya-News7 Bureau | June 21, 2018 IST

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । କ୍ୟାବିନେଟ ଆଲୋଚନା ପାଇଁ ରାଜସ୍ବ, କୃଷି, ଅର୍ଥ, ସାଧରଣ ପ୍ରଶାସନ, ସ୍ବାସ୍ଥ୍ୟ, ସଂସଦୀୟ ବ୍ୟାପାର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପ୍ରସ୍ତାବ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.