Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ

21/06/2018 at 6:06 AM

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । କ୍ୟାବିନେଟ ଆଲୋଚନା ପାଇଁ ରାଜସ୍ବ, କୃଷି, ଅର୍ଥ, ସାଧରଣ ପ୍ରଶାସନ, ସ୍ବାସ୍ଥ୍ୟ, ସଂସଦୀୟ ବ୍ୟାପାର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପ୍ରସ୍ତାବ ରହିଛି ।

   Related Posts