Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ
  • ||
  • କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ
  • ||
  • ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ର ମୃତ ! ନର୍ସ ଓ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାପା
  • ||
  • ଓଲଟି ପଡିଲା ପ୍ରିନ୍ସ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ୪୬ ଯାତ୍ରୀ
  • ||
  • ଷ୍ଟିୟରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ଓଲଟି ପଡିଲା ଟ୍ରକ, ୬ ଶ୍ରମିକ ମୃତ
  • ||

ରାଜ୍ୟ କଂଗ୍ରେସର ନବକଳେବର

14/04/2018 at 8:26 AM

ରାଜ୍ୟ କଂଗ୍ରେସର ନବକଳେବର ହେବ କହିଛନ୍ତି ପିସିସି ସଭାପତି ପ୍ରସାଦ ହରିଚନ୍ଦନ
“ଦଳର ଆମୂଳଚୂଳ ପରିବର୍ତ୍ତନ ହେବ
ବ୍ଲକ ଓ ଜିଲ୍ଲା ସ୍ଥରରେ ସଂଗଠନକୁ ମଜବୁତ କରାଯିବ
ଖୁବ ଶୀଘ୍ର ଓଡିଶା ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ ଓଡିଶା ଆସିବେ
କେନ୍ଦ୍ର ଓ ରାଜ୍ୟ ଭିତରେ ବିବାଦ ଲାଗି ରହିଥିବାରୁ ଓଡିଶାର ସ୍ୱାର୍ଥ ହାନି ହଉଛି
ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଦ୍ୟମ ଜରୁରୀ” – ପ୍ରସାଦ ହରିଚନ୍ଦନଙ୍କ ଏହି ମନ୍ତବ୍ୟ ପରେ କଂଗ୍ରେସ ରାଜନୀତି ଜୋର ଧରିଛି

Leave a Reply

   Related Posts