Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଜୁନ୍ ୨: ରାଜ୍ୟର କରୋନା ଅପଡେଟ୍

2/06/2020 at 10:11 PM

ଭୁବନେଶ୍ବର୨/୬: ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୪୧ କରୋନା ପଜିଟିଭ୍।  ସୁସ୍ଥ ହୋଇଛନ୍ତି ୮୦ ଜଣ।୧୮ ଜିଲ୍ଲାରୁ ଚିହ୍ନଟ ୧୪୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିଲେ । ବାକି ୩୧ ଜଣ ସ୍ଥାନୀୟ ବାସିନ୍ଦା । ଗଂଜାମାରୁ ସର୍ବାଧିକ ୨୭ ଜଣ, ଖୋର୍ଦ୍ଧାରୁ ୨୬ ଜଣ, ନୂଆପଡାରୁ ୧୯ ଜଣ, କେନ୍ଦ୍ରାପଡାରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୨୨୪୫ ରେ ପହଞ୍ଚିଛି ।  ସେପଟେ ସୁସ୍ଥ ତାଲିକାରେ ଅଛନ୍ତି ପୁରୀରୁ ୧୭ ଜଣ, କେନ୍ଦ୍ରାପଡା ଓ ମାଲକାନଗିରିରୁ ୧୬ ଜଣ ଲେଖାଏଁ, କଟକରୁ ୭ ଜଣ ।  ୧୫ ଜିଲ୍ଲାରୁ ମୋଟ୍ ୮୦ ଜଣ ସୁସ୍ଥ ହୋଇଛନ୍ତି ।୮୦ଜଣ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ମୋଟ ୧୩୨୫ ଜଣ କରୋନା ଆକ୍ରାନ୍ତ ଏଯାଏ ସୁସ୍ଥ ହେଲେଣି । ଆକ୍ଟିଭ୍ କେସ୍ ରହିଛି ୯୧୧ ।  

   Related Posts