Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆଜି ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ, ରାଜ୍ୟରେ ସଂକ୍ରମଣ ରୋକିବାକୁ ନିଆଯାଇପାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

2/05/2021 at 7:01 AM

ଭୁବନେଶ୍ବର ୦୨।୦୫ : ଆଜି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ। ରବିବାର ଦିନ ସକାଳ ୧୦ଟା ସମୟରେ ରାଜ୍ୟବାସୀଙ୍କ ପାଇଁ କିଛି ବଡ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ନେଇ କିଛି ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ଏ ନେଇ ମେ ୨ତାରିଖ ଦିନ ସକାଳ ୧୦ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟ ଶାସନ ସଚିବ ।

ରାଜ୍ୟରେ କରୋନା ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି । ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନେଇ କଠୋର ହେଉଛନ୍ତି ରାଜ୍ୟ ସରକାର ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ଏହି ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଯାହାକି ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ତେବେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରୁ ରଖି କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର।

   Related Posts