Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ଆବଶ୍ୟକ ପଡିଲେ ସ୍ଥିତିର ତର୍ଜମା କରାଯିବ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

21/02/2021 at 3:28 PM

ଭୁବନେଶ୍ବର୨୧/୨:  କରୋନାର ନୂଆ ଷ୍ଟ୍ରେନ୍‌କୁ ଦେଶର କେତେକ ରାଜ୍ୟରେ ଭୟର ବାତାବାରଣ ଖେଳି ଯାଇଛି। ସଂପୃକ୍ତ ରାଜ୍ୟମାନଙ୍କରେ ପୁଣି ଲକଡାଉନ୍ ଫେରିଛି। ଏ ନେଇ ରାଜ୍ୟ  ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ, ଆମେ କୋଭିଡର ସଠିକ ମୁକାବିଲା କରି ସଫଳତା ପାଇଛୁ। ପୂର୍ବଭଳି  ମାସ୍କ ବ୍ୟବହାର ସହ ସାମାଜିକ ଦୂରତା ବଜାଇ ରଖନ୍ତୁ। ଏଥିରୁ ବିଚ୍ୟୁତ ହେବା ଉଚିତ୍ ନୁହେଁ।

ସେ ଆହୁରି ମଧ୍ୟ କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି, ‘ ଆମେ ସଚେତନ ରହିବା ଦରକାର’। ଆମର ଯଦିଓ ଭୟାବହତା ନାହିଁ, ତଥାପି ଏହାକୁ କାଜୁଆଲି ନେବା ଉଚିତ୍ ନୁହେଁ। ମନ୍ତ୍ରୀ ସମୀର ଦାସ କହିଛନ୍ତି ଯେ, ସ୍କୁଲ ବନ୍ଦ କିମ୍ବା ଲକଡାଉନ୍ ସମ୍ପର୍କରେ ବିଶେଷ ପରିସ୍ଥିତି ଆସିଲେ, ସେ ସଂପର୍କରେ ଚିନ୍ତା କରାଯିବ।ବର୍ତ୍ତମାନ ଏସ୍ଓପି ଅନୁଯାୟୀ ସ୍କୁଲ ଚାଲିଛି।ଅବସ୍ଥାକୁ ଦେଖି ବିଚାର କରାଯିବ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି।

   Related Posts