Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ରାଜ୍ୟରେ ଲାଗୁ ହେଲା ଏକକ ପରୀକ୍ଷା ବ୍ୟବସ୍ଥା: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଗୋଟିଏ ସମୟରେ ହେବ ପରୀକ୍ଷା

22/10/2019 at 1:45 PM

ଭୁବନେଶ୍ବର୨୨|୧୦: ରାଜ୍ୟରେ ଲାଗୁ ହେଲା ଏକକ ପରୀକ୍ଷା ବ୍ୟବସ୍ଥା।ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଏକ ସମୟରେ ହେବ ପରୀକ୍ଷା ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି । ଏକକ ପ୍ରଶ୍ନ ପତ୍ର ପ୍ରସ୍ତୁତ ହେବ, ସ୍କୁଲ ପକ୍ଷରୁ ନୁହେଁ, ବିଭାଗ ପ୍ରସ୍ତୁତ କରିବ ପ୍ରଶ୍ନ ପତ୍ର ।ପରୀକ୍ଷାଫଳ ସିଧାସଳଖ ଅଭିଭାବକଙ୍କ ପାଖକୁ ପଠାଯିବ ।  ଏହାଦ୍ବାରା ଶିକ୍ଷାର ମାନ ଵୃଦ୍ଧି ହେବ ବୋଲି ସରକାର ଆଶା କରୁଛନ୍ତି । ଦୁଇଟି  ପର୍ଯ୍ୟାୟରେ ଅର୍ଥାତ ଷ୍ଟେଜ-୧ ଓ ଷ୍ଟେଜ-୨ରେ ପରୀକ୍ଷା ହେବ ବୋଲି ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

   Related Posts